ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ପରେ ଏକ୍ସରେ ଶୁଭେଚ୍ଛା ଜଣାଇଲେ ମୋଦି
·2 years ago

ଅର୍ଗସ ବ୍ୟୁରୋ: ଓଡ଼ିଶା ପାଇଁ ଐତିହାସିକ ଦିନ । ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ପରେ ଏକ୍ସ ପୋଷ୍ଟରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ରାଜ୍ୟରେ ବିକାଶ ଶିଖର ଛୁଇଁବ ବୋଲି ଏକ୍ସ ପୋଷ୍ଟରେ ଲେଖିଛନ୍ତି ମୋଦି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ମୋଦି ।
ଅଧିକ ପଢ଼ନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
