Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ବାୟୁସେନାର ନୂଆ ମୁଖ୍ୟ ଭାବେ ଅମର ପ୍ରିତ୍ ସିଂହଙ୍କୁ ନିଯୁକ୍ତ

Rashmita Mishra
Browse all articles by Rashmita Mishra
·1 year ago
ବାୟୁସେନାର ନୂଆ ମୁଖ୍ୟ ଭାବେ ଅମର ପ୍ରିତ୍ ସିଂହଙ୍କୁ ନିଯୁକ୍ତ

ଅର୍ଗସ ବ୍ୟୁରୋ: ବାୟୁସେନାର ନୂଆ ମୁଖ୍ୟ ଭାବେ ଅମର ପ୍ରିତ୍ ସିଂହଙ୍କୁ ନିଯୁକ୍ତ କରାଯାଇଛି । ଏୟାର ମାର୍ଶାଲ ଅମର ପ୍ରିତ୍ ସିଂହ ବାୟୁସେନାର ପରବର୍ତ୍ତୀ ମୁଖିଆ ହେବେ । ଏବେ ସେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି । ଆସନ୍ତା ସେପ୍ଟେମ୍ବର ୩୦ରେ ଅମର ପ୍ରିତ୍‌ ବାୟୁସେନାର ମୁଖ୍ୟ ଭାବେ ଦାୟିତ୍ବ ଗ୍ରହଣ କରିବେ । ବର୍ତ୍ତମାନର ଏୟାର ଚିଫ୍ ମାର୍ଶାଲ ବିବେକ୍ ରାମ୍ ଚୈାଧୁରୀ ୩୦ ସେପ୍ଟେମ୍ବର ରେ ତାଙ୍କ ପଦରୁ ଅବସର ଗ୍ରହଣ କରିବେ ।
ଆହୁରି ପଢନ୍ତୁ ଭାରତ ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Amar Preet Singh has been appointed as the new Chief of Air Force | Argus News