Videos
|
National

ବିଭାଗ ବଣ୍ଟନ ପରେ ଦାୟିତ୍ବ ନେଉଛନ୍ତି କେନ୍ଦ୍ରମନ୍ତ୍ରୀ

Smruti Parija
Browse all articles by Smruti Parija
·2 years ago
ବିଭାଗ ବଣ୍ଟନ ପରେ ଦାୟିତ୍ବ ନେଉଛନ୍ତି କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ: ବିଭାଗ ବଣ୍ଟନ ପରେ ଦାୟିତ୍ବ ଗ୍ରହଣ କରୁଛନ୍ତି କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ଗୃହମନ୍ତ୍ରୀ ଭାବେ ଦାୟିତ୍ବ ନେଇଛନ୍ତି ଅମିତ ଶାହ । ସେହିପରି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ଜେପି ନଡ୍ଡା ।  ଅନୁପ୍ରିୟା ପଟେଲ୍ ଓ ଜେପି ଗଣପତ୍ ରାଓ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । 


କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଶିବରାଜ ସିଂ ଚୌହାନ । ସେହିପରି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ହରଦୀପ ସିଂ ପୁରୀ । ଜ୍ୟୋତିରାଦିତ୍ୟ ସ୍କିନ୍ଧିଆ ଯୋଗାଯୋଗ ମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Amit Shah takes charge as Minister of Cooperation | Argus News