Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ 

National

କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ 

Manini Pattanayak
Browse all articles by Manini Pattanayak
·1 year ago
କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ 

ନୂଆଦିଲ୍ଲୀ:  ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ପୋରବନ୍ଦର ଉପକୂଳ ଆରବ ସାଗରରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଜରୁରୀ ଅବତରଣ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । 

୨ କୋଷ୍ଟଗାର୍ଡ ପାଇଲଟଙ୍କ ସମେତ ୩ ନିଖୋଜ, ଜଣେ ଉଦ୍ଧାର । ନିଖୋଜ ୩ ଜଣଙ୍କୁ ଉଦ୍ଧାର ପାଇଁ ଜୋରଦାର ସର୍ଚ୍ଚ ଅପରେସନ୍ । ଗୁଜରାଟ ବାତ୍ୟାରେ ୬୭ ଜଣଙ୍କୁ ଉଦ୍ଧାର କରିଥିଲା ଏହି ହେଲିକପ୍ଟର୍ । 

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
An Indian Coast Guard helicopter on a mission to evacuate an injured crew member made an emergency landing in the Arabian Sea | Argus News