Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ

Swayangprajna Mishra
Browse all articles by Swayangprajna Mishra
·1 year ago
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ

ଅର୍ଗସ ବ୍ୟୁରୋ :  ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ । ଏହାକୁ ସୌଜନ୍ୟ ମୂଳକ ସାକ୍ଷାତ ବୋଲି ଏକ୍ସ ପୋଷ୍ଟରେ କହିଛନ୍ତି ପୱନ । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସେ ଆଦର୍ଶ ଭାବେ ଗ୍ରହଣ କରନ୍ତି ।

ସାକ୍ଷାର ଆଲୋଚନା ପାଇଁ ସମୟ ଦେଇଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି ପୱନ କଲ୍ୟାଣ । 2 ଦିନ ପୂର୍ବରୁ ଦିଲ୍ଲୀ ଗସ୍ତରେ ଥିବା ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହଙ୍କୁ ମଧ୍ୟ ଭେଟିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Andhra Pradesh Deputy Chief Minister Pawan Kalyan met Prime Minister Modi | Argus News