Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ 

Manini Pattanayak
Browse all articles by Manini Pattanayak
·1 year ago
ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ 

ନୂଆଦିଲ୍ଲୀ: ଆରିଜି କର ମେଡିକାଲ ଲଜ୍ଜା । ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ।  କାଲି ସଂଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ। ନଚେତ୍ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଇ ଚେତାବନି ଦେଲେ ସୁପ୍ରିମକୋର୍ଟ।

ପୀଡ଼ିତାଙ୍କ ସମସ୍ତ ଫଟୋ ସୋସିଆଲ୍ ମିଡିଆରୁ ହଟାଇବାକୁ ନିର୍ଦ୍ଦେଶ। ସିବିଆଇକୁ ତଦନ୍ତ ପାଇଁ ଆଉ ସପ୍ତାହେ ସମୟ ଦେଲେ ସୁପ୍ରିମକୋର୍ଟ । ଆଉ ଏକ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ। ୧୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି। ସାରା ଦେଶରେ ଡାକ୍ତରଙ୍କ ସୁରକ୍ଷା ନେଇ କହିଲେ କୋର୍ଟ। ଜିଲ୍ଲା ସ୍ତର ଓ ବ୍ଲକ ସ୍ତରର ହସ୍ପିଟାଲ ସୁରକ୍ଷା ମଧ୍ୟ କହିଛନ୍ତି କୋର୍ଟ। 

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Apply for medical insurance. Supreme Court order to join the work of the protesting doctors. | Argus News