Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଟିକେଟ୍ ପାଇବା ପରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଅରୁଣ

National

ଟିକେଟ୍ ପାଇବା ପରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଅରୁଣ

Jitendra Dash
Browse all articles by Jitendra Dash
·2 years ago
ଟିକେଟ୍ ପାଇବା ପରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଅରୁଣ

ଅର୍ଗସ ବ୍ୟୁରୋ : ବିଜେପି ୨୦୨୪ ଲୋକସଭା ନିର୍ବାଚନ ପାଇଁ ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି । ରାମାୟଣ ସିରିଏଲରେ ରାମ ଭୂମିକା ଅଭିନୟ କରିଥିବା ଖ୍ୟାତନାମା ଅଭିନେତା ଅରୁଣ ଗୋଭିଲଙ୍କୁ ଉତରପ୍ରଦେଶର ମିରିଟରୁ ପ୍ରାର୍ଥୀ କରାଯାଇଛି । 

ଅଧିକ ପଢନ୍ତୁ ଭାରତ ଖବର

ବିଜେପିରୁ ଟିକେଟ୍ ପାଇବା ପରେ ମିରଟରେ ଯାଇଁ ପହଞ୍ଚିଥିଲେ ଅରୁଣ । ପ୍ରତିକ୍ରିୟା ରଖି ଅରୁଣ ଗୋଭିଲ କହିଛନ୍ତି, ତାଙ୍କୁ ବଡ଼ ଦାୟିତ୍ବ ଦିଆଯାଇଛି । ପ୍ରଧାନମନ୍ତ୍ରୀଙ୍କୁ ଏଥିପାଇଁ ଧନ୍ୟବାଦ । ଏଥିସହିତ ମୋଦିଙ୍କ ସମୟରେ ରାମ ମନ୍ଦିରର ନିର୍ମାଣ କାର୍ଯ୍ୟକୁ ପ୍ରସଂଶା କରିବା ସହ ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିତ୍ବକୁ ନେଇ ପ୍ରସଂଶା କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Arun Govil returns home for a political battle | Argus News