Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ

Sangram Tripathy
Browse all articles by Sangram Tripathy
·1 year ago
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ

ଅର୍ଗସ ବ୍ୟୁରୋ:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆତିଶୀ ମର୍ଲେନ। ପଦ ଓ ଗୋପନୀୟତାର ଶପଥ କରାଇଲେ ଏଲଜି। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ।ଅନ୍ୟପଟେ ନୂଆ ମନ୍ତ୍ରୀମଣ୍ଡଳର ବି ଶପଥ ଗ୍ରହଣ କରୁଛି। ଅରବିନ୍ଦ କେଜ୍ରିଓ୍ବାଲଙ୍କ ଇସ୍ତାଫା ପରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ଆତିଶୀ ମାର୍ଲେନା ବର୍ତ୍ତମାନ ଦିଲ୍ଲୀର ଶିକ୍ଷାମନ୍ତ୍ରୀ ଅଛନ୍ତି। ଏଥିସହ ଅର୍ଥ, ପର୍ଯ୍ୟଟନ, କଳା ଓ ସଂସ୍କୃତି ବିଭାଗ ମଧ୍ୟ ତାଙ୍କ ଦାୟିତ୍ୱରେ ଅଛନ୍ତି। ଆଗକୁ ବିଧାନସଭା ନିର୍ବାଚନ ଥିବାରୁ ଆପକୁ କେମିତି ମ୍ୟାନେଜ କରିବେ ଆତିଶୀ,ତା ଉପରେ ସମସ୍ତଙ୍କ ନଜର ରହିଛି
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Atishi Merlen took oath as the new Chief Minister of Delhi | Argus News