Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ସାମ୍ନାକୁ ଆସିଲା ଅଯୋଧ୍ୟା ରାମମନ୍ଦିର ଗର୍ଭଗୃହର ପ୍ରଥମ ଦୃଶ୍ୟ

National

ସାମ୍ନାକୁ ଆସିଲା ଅଯୋଧ୍ୟା ରାମମନ୍ଦିର ଗର୍ଭଗୃହର ପ୍ରଥମ ଦୃଶ୍ୟ

Ritu Das
Browse all articles by Ritu Das
·2 years ago
ସାମ୍ନାକୁ ଆସିଲା ଅଯୋଧ୍ୟା ରାମମନ୍ଦିର ଗର୍ଭଗୃହର ପ୍ରଥମ ଦୃଶ୍ୟ

ଅର୍ଗସ ବ୍ୟୁରୋ: ସାମ୍ନାକୁ ଆସିଲା ଅଯୋଧ୍ୟା ରାମ ମନ୍ଦିର ଗର୍ଭଗୃହର ପ୍ରଥମ ଫଟୋ । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଦୁଇଟି ଫଟୋରେ ପ୍ରଭୁ ରାମଲାଲା ବିରାଜମାନ ହେବାକୁ ଥିବା ସିଂହାସନ ସମେତ ଗର୍ଭଗୃହ ଭିତରର ସୁନ୍ଦର କାରୁକାର୍ଯ୍ୟ ଦେଖିବାକୁ ମିଳିଛି । 

ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ବୋର୍ଡର ସାଧାରଣ ସମ୍ପାଦକ ଚମ୍ପତ ରାୟ ଏହି ଦୁଇଟି ଫଟୋକୁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ସେୟାର କରିଛନ୍ତି । ଜାନୁୟାରୀ ୨୨ରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ଆୟୋଜନ ହେବ। ଏଥିପାଇଁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Ayodhya ram temple | Argus News