Videos
|
National

ବାବା ସିଦ୍ଦିକିଙ୍କୁ ହତ୍ୟା ଘଟଣାରେ ମୁମ୍ବାଇର କ୍ରାଇମବ୍ରାଞ୍ଚ ଟିମର ଛାନଭିନ୍

Banajyotshna Ray
Browse all articles by Banajyotshna Ray
·1 year ago
ବାବା ସିଦ୍ଦିକିଙ୍କୁ ହତ୍ୟା ଘଟଣାରେ ମୁମ୍ବାଇର କ୍ରାଇମବ୍ରାଞ୍ଚ ଟିମର ଛାନଭିନ୍

ଅର୍ଗସ ବ୍ୟୁରୋ:  ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ଘଟଣାରେ ମୁମ୍ବାଇର କ୍ରାଇମବ୍ରାଞ୍ଚ ଟିମର ଛାନଭିନ୍। ବର୍ତ୍ତମାନ ସୁଦ୍ଧା ୩ ଗିରଫ, 28 ଗୁଳି ଜବତ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅନ୍ତିମ ଶୋଭାଯାତ୍ରାରେ ସାମିଲ ହେଲେ ଅନେକ ରାଜନେତା ଓ ଶୁଭେଚ୍ଛୁ। ସେପଟେ ହତ୍ୟା ପାଇଁ ଲରେନ୍ସ ବିଷ୍ଣୋୟୀ ଗ୍ୟାଙ୍ଗ ନିଜକୁ ଦାୟୀ କରିବା ପରେ ବଢିଲା ସୁପରଷ୍ଟାର ସଲମାନ୍ ଖାନ୍‌ଙ୍କ ସୁରକ୍ଷା। ବାବା ସିଦ୍ଦିକିଙ୍କ ହତ୍ୟା ପାଇଁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ନିଜକୁ ଦାୟୀ କରି ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛି।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Baba Siddique Murder | Argus News