|
logo
Live

Argus News - ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୬ ନବଜାତକ ମୃତ୍ୟୁ

National

ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୬ ନବଜାତକ ମୃତ୍ୟୁ

Ritu Das
Browse all articles by Ritu Das
·1 year ago
ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୬ ନବଜାତକ ମୃତ୍ୟୁ

ଅର୍ଗସ ବ୍ୟୁରୋ: ଦିଲ୍ଲୀ ବିବେକ ବିହାର ସ୍ଥିତ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ସେଣ୍ଟରରେ ନିଆଁ ଲାଗି 6 ନବଜାତଙ୍କ ମୃତ୍ୟୁ ହୋଇଛି। ସମୁଦାୟ 12 ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ହିଁ 6 ଜଣଙ୍କ ମୃତ୍ୟୁ ହୋଇଛି । 

ଜଣେ ଭେଣ୍ଟିଲେଟରରେ ଏବଂ ଅନ୍ୟ 5 ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅକ୍ସିଜେନ୍ ସିଲିଣ୍ଡର ବିସ୍ଫୋରଣରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୬ ନବଜାତକ ମୃତ୍ୟୁ | Argus News