Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ମୁମ୍ବାଇରେ ବିକ୍ରି ହେଉଛି ରାଜ୍ୟସରକାରଙ୍କ ଦ୍ୱାରା ତିଆରି ହୋଇଥିବା ବ୍ୟାଗ୍

Banajyotshna Ray
Browse all articles by Banajyotshna Ray
·2 years ago
ମୁମ୍ବାଇରେ ବିକ୍ରି ହେଉଛି ରାଜ୍ୟସରକାରଙ୍କ ଦ୍ୱାରା ତିଆରି ହୋଇଥିବା ବ୍ୟାଗ୍

ଅର୍ଗସ ବ୍ୟୁରୋ:  ମୁମ୍ବାଇରେ ବିକ୍ରି ହେଉଛି ରାଜ୍ୟସରକାରଙ୍କ ଦ୍ୱାରା ତିଆରି ହୋଇଥିବା ବ୍ୟାଗ୍ । ଫୁଟପାଥରେ ବସି ଜଣେ ବ୍ୟକ୍ତି ବ୍ୟାଗ୍ ବିକୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଆମ ଓଡିଶା -ନବୀନ ଓଡିଶା ଲେଖାଥିବା ସହ ଏଥିରେ ରାଜ୍ୟ ସରକାରଙ୍କ ଲୋଗୋ ରହିଛି ।  ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ବଣ୍ଟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୯୫ ଲକ୍ଷ ବ୍ୟାଗ ତିଆରି ହୋଇଥିଲା । କିନ୍ତୁ ଏହି ବ୍ୟାଗକୁ ନେଇ କେତେ ଖର୍ଚ୍ଚ ହୋଇଛି, କେଉଁ ସଂସ୍ଥା ନିର୍ମାଣ କରିଛି ସେ ନେଇ ରାଜ୍ୟ କୌଣସି ତଥ୍ୟ ଦେଇ ନଥିଲେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bags made by the state government are sold in Mumbai | Argus News