Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

​​​​​​​ତିନି ଜଣଙ୍କୁ ଭାରତ ରତ୍ନ, ଘୋଷଣା କଲେ କେନ୍ଦ୍ର ସରକାର

Manini Pattanayak
Browse all articles by Manini Pattanayak
·2 years ago
​​​​​​​ତିନି ଜଣଙ୍କୁ ଭାରତ ରତ୍ନ, ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ :  ତିନି ଜଣଙ୍କୁ ଭାରତ ରତ୍ନ।  ଭାରତ ରତ୍ନ ଘୋଷଣା କଲେ କେନ୍ଦ୍ର ସରକାର। ପୂର୍ବ ପ୍ରଧାନମନ୍ତ୍ରୀ ନରସିହ୍ମା ରାଓଙ୍କୁ ଭାରତ  ରତ୍ନ।

 ଚୌଧୁରୀ ଚରଣ ସିଂହଙ୍କୁ ଭାରତ ରତ୍ନ । ସେହିପରି  ଡାକ୍ତର ଏମ.ଏସ ସ୍ୱାମୀନାଥଙ୍କୁ ମିଳିବ ଭାରତ ରତ୍ନ  । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏକ୍ସ’ରେ ଏହା ଘୋଷଣା କରିଛନ୍ତି। ମୋଦି କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯାଇଥିବାରୁ ଆମ ସରକାର ଭାଗ୍ୟବାନ ।

ଏହି ସମ୍ମାନ ଦେଶ ପ୍ରତି ତାଙ୍କ ଅତୁଳନୀୟ ଅବଦାନ ପାଇଁ ସମର୍ପିତ । କୃଷକଙ୍କ ଅଧିକାର ଓ କଲ୍ୟାଣ ପାଇଁ ସେ ନିଜ ସମଗ୍ର ଜୀବନକୁ ଉତ୍ସର୍ଗ କରିଥିଲେ। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବା ଦେଶର ଗୃହମନ୍ତ୍ରୀ ହୁଅନ୍ତୁ ଏବଂ ଜଣେ ବିଧାୟକ ଭାବରେ ମଧ୍ୟ ସେ ସର୍ବଦା ଦେଶ ନିର୍ମାଣକୁ ପ୍ରୋତ୍ସାହନ ଦେଇଥିଲେ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢନ୍ତୁ ଭାରତ ଖବର 

Sponsored
Bharat Ratna for Chaudhary Charan Singh, PV Narasimha Rao Garu and M S Swaminathan | Argus News