Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

୪ଟି ରାଜ୍ୟର ରେଜଲ୍ଟ, ମଧ୍ୟପ୍ରଦେଶରେ ଆଗରେ ରହିଛି ବିଜେପି

Banajyotshna Ray
Browse all articles by Banajyotshna Ray
·2 years ago
୪ଟି ରାଜ୍ୟର ରେଜଲ୍ଟ, ମଧ୍ୟପ୍ରଦେଶରେ ଆଗରେ ରହିଛି ବିଜେପି

ଅର୍ଗସ ବ୍ୟୁରୋ:  ୪ ଟି ରାଜ୍ୟର ଲୋକସଭା ଆସନ ପାଇଁ ହୋଇଥିବା ଭୋଟ ଗଣତି ଚାଲିଛି । ସବୁଠି ପାଖାପାଖି ବିଜେପି ଓ କଂଗ୍ରେସ ମଧ୍ୟରେ ଛକାପଂଝା ଚାଲିଥିବା ଦେଖିବାକୁ ମିଳୁଛି । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଓ ତେଲେଙ୍ଗାନାରେ ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଯାଇଥିବା ବେଳେ ତା’ର ପ୍ରାରମ୍ଭିକ ରିପୋର୍ଟ ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶରେ ବହୁମତ ଠାରୁ ଅଧିକ ଆସନରେ ବିଜେପି ଆଗରେ ରହିଛି । ବିଜେପି ୧୨୪ଟି ଆସନରେ ଆଗରେ ରହିଥିବା ସୂଚନା ମିଳିଛି।

ମଧ୍ୟପ୍ରଦେଶରେ 230 ଆସନ ପାଇଁ 2 ହଜାର 5 ଶହ 33 ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଥିବାବେଳେ ରାଜସ୍ଥାନରେ 199 ଆସନରେ 18 ଶହ, ଛତିଶଗଡ଼ରେ 90 ଆସନରେ 1 ହଜାର 1 ଶହ 81 ଏବଂ ତେଲଙ୍ଗାନାରେ 119 ଆସନରେ 2 ହଜାର 2 ଶହ 90 ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
BJP edge in Madhya Pradesh | Argus News