Videos
|
National

ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା

Rashmita Mishra
Browse all articles by Rashmita Mishra
·2 years ago·1 min read
ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା

ଅର୍ଗସ ବ୍ୟୁରୋ: ପୁଣି ଲୋକସଭା ବାଚସ୍ପତି ହେଲେ ଓମ ବିର୍ଲା। ଇଣ୍ଡି ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ବାଚସ୍ପତି ନିର୍ବାଚିତ ହୋଇଛନ୍ତି। ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟ ଅନୁଯାୟୀ ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ ସୁରେଶଙ୍କୁ ପରାଜିତ କରି ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ଲଗାତାର ଦ୍ୱିତୀୟ ଥର ପାଇଁ ଓମ୍ ବିର୍ଲା ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଯେଉଁଥିରେ ଓମ୍ ବିର୍ଲା ବିଜୟୀ ହୋଇଥିବା ନେଇ ଗୃହରେ କହିଥିଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ

ଅଧିକ ପଢ଼ନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
BJP MP Om Birla was elected as Lok Sabha Speaker | Argus News