Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେ.ପି ନଡ୍ଡା

Banajyotshna Ray
Browse all articles by Banajyotshna Ray
·2 years ago
ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଅର୍ଗସ ବ୍ୟୁରୋ:  ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେ ପି ନଡ୍ଡା । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ 4ଟା 30ରେ ପହଞ୍ଚିବେ ନଡ୍ଡା ।  ସେଠୁ ସିଧା ସଳଖ ସ୍ୱତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଈଲୁଣ୍ଡା ଏୟାରଷ୍ଟ୍ରିପ ଯିବେ । ସାଢେ 5ଟା ରେ ଆମ୍ବପୁଆ ଠାରେ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା। ପରେ  6 ଟା 45ରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ । ଏହି କାର୍ଯ୍ୟକର୍ତ୍ତା ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର, କୋରାପୁଟର କାର୍ଯ୍ୟକର୍ତ୍ତା ଯୋଗ ଦେବେ ।  ବ୍ରହ୍ମପୁରରେ ରାତ୍ରି ଯାପନ କରି ଆସନ୍ତାକାଲି ଦିଲ୍ଲୀ ଫେରିବେ ନଡ୍ଡା।

ଅଧିକ ପଢ଼ନ୍ତୁ ଦେଶ ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
BJP national president J.P. nadda will come to Odisha today | Argus News