Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ

Swayangprajna Mishra
Browse all articles by Swayangprajna Mishra
·2 years ago
ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ

ଅର୍ଗସ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ । ଆନ୍ଧ୍ରପ୍ରଦେଶର ଶପଥ ନେଲେ ଚନ୍ଦ୍ରବାବୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ନେଲେ ଶପଥ । ଆନ୍ଧ୍ରରେ ଆଜିଠୁ ନାଇଡୁ ସରକାର । ବିଜୟୱାଡାରେ ଚାଲିଛି ଶପଥ ଗ୍ରହଣ କାର୍ଯ୍ୟକ୍ରମ । ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ । ପୱନ କଲ୍ୟାଣ ହେଲେ ଆନ୍ଧ୍ରର ଉପମୁଖ୍ୟମନ୍ତ୍ରୀ । 
 

ଅଧିକ ପଢନ୍ତୁ : ଓଡିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored