Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳଙ୍କ ନାଁରେ ଚାର୍ଜସିଟ୍ ଦାଖଲ

National

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳଙ୍କ ନାଁରେ ଚାର୍ଜସିଟ୍ ଦାଖଲ

Swoyang prajna Mishra
Browse all articles by Swoyang prajna Mishra
·1 year ago
ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳଙ୍କ ନାଁରେ ଚାର୍ଜସିଟ୍ ଦାଖଲ

Key Points

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳଙ୍କ ନାଁରେ ଚାର୍ଜସିଟ୍ ଦାଖଲ । ୨୨୦୦ କୋଟି ଦୁର୍ନୀତି ମାମଲାରେ ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ନାଁରେ ସିବିଆଇ ଚାର୍ଜସିଟ୍‌ ଦାଖଲ କରିଛି ।

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳଙ୍କ ନାଁରେ ଚାର୍ଜସିଟ୍ ଦାଖଲ । ୨୨୦୦ କୋଟି ଦୁର୍ନୀତି ମାମଲାରେ ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ନାଁରେ ସିବିଆଇ ଚାର୍ଜସିଟ୍‌ ଦାଖଲ କରିଛି । କିରୁ ହାଇଡ୍ରୋ ପ୍ରୋଜେକ୍ଟ ଦୁର୍ନୀତି ମାମଲାରେ ଦାଖଲ ଚାର୍ଜସିଟରେ ସତ୍ୟପାଲଙ୍କ ସମେତ ତାଙ୍କର ୨ ବ୍ୟକ୍ତିଗତ ସଚିବ ଏବଂ ଅନ୍ୟ ୪ ଜଣଙ୍କ ନାଁ ରହିଛି ।


ଅପ୍ରେଲ ୨୦୨୨ରେ ସିବିଆଇ ଏହି ମାମଲାର ଯାଞ୍ଚ ଆରମ୍ଭ କରିଥିଲା। ଏହି ମାମଲା କିରୁ ହାଇଡ୍ରୋ ଇଲେକ୍ଟ୍ରିକ୍‌ ପ୍ରୋଜେକ୍ଟ ମାମଲାରେ କରପ୍ସନ ସହ ଜଡ଼ିତ, ସେତେବେଳେ ସତ୍ୟପାଳ ମଲ୍ଲିକ ଜମ୍ମୁ-କାଶ୍ମୀରର ରାଜ୍ୟପାଳ ଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Raja Festival
Sponsored
Chargesheet filed against former Jammu and Kashmir Governor | Argus News