Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା

National

ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା

Manini Pattanayak
Browse all articles by Manini Pattanayak
·1 year ago
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା

ନୂଆଦିଲ୍ଲୀ:  ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତି ରେକର୍ଡ । ସେ ପ୍ରତି ଘଣ୍ଟାକୁ ପାଖାପାଖି ୭୫୦ ରୁ ୮୦୦ ଦୋଷା ପ୍ରସ୍ତୁତ କରୁଛନ୍ତି ଏବଂ ୨୪ ଘଣ୍ଟାରେ ୧୦ ହଜାର ଦୋଷା ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଛନ୍ତି।

ମନୋହରଙ୍କ ବାପା କହୁଥିଲେ ଯେ ଖାଦ୍ୟ ଦାନ ଠାରୁ ମହତ୍ବ ଦାନ କିଛି ନାହିଁ। ସେ ତାଙ୍କ ବାପାଙ୍କ କଥା ମାନି ଏଭଳି ଖାଦ୍ୟ ପ୍ରସ୍ତୁତି କରୁଥିବା ପ୍ରକାଶ କରିଛନ୍ତି। ଚଳିତ ବର୍ଷକୁ ମିଶାଇ ଏହା ମନୋହରଙ୍କ ୨୬ ତମ ରେକର୍ଡ। 

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Education Next Season 5
Sponsored
Chef Vishnu Manohar Sets New Milestone | Argus News