Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Banajyotshna Ray
Browse all articles by Banajyotshna Ray
·2 years ago
ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଅର୍ଗସ ବ୍ୟୁରୋ: ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଡାକ୍ତର ରମାକାନ୍ତ ପଣ୍ଡାଙ୍କ ପୁସ୍ତକ ‘ହାର୍ଟବିଟ୍‌ସ୍‌’ର ଉନ୍ମୋଚନ ସଭାରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଡାକ୍ତର ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ‘ଏସିଆନ୍ ୱାଇଲ୍‌ଡ୍‌ ଲାଇଫ୍‌ ଟ୍ରଷ୍ଟ’ ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chief Minister Naveen Patnaik is on a two-day visit to Mumbai | Argus News