Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଅଗ୍ନିପଥ ଯୋଜନାର ପ୍ରଶଂସା କଲେ ସ୍ଥଳ ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ

National

ଅଗ୍ନିପଥ ଯୋଜନାର ପ୍ରଶଂସା କଲେ ସ୍ଥଳ ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ

Banajyotshna Ray
Browse all articles by Banajyotshna Ray
·2 years ago
ଅଗ୍ନିପଥ ଯୋଜନାର ପ୍ରଶଂସା କଲେ ସ୍ଥଳ ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ

ଅର୍ଗସ ବ୍ୟୁରୋ:  କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାର ଭୁରି ଭୁରି ପ୍ରଶଂସା କଲେ ସ୍ଥଳ ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ । ସେ କହିଛନ୍ତି ଅଗ୍ନିପଥ ଯୋଜନା ହେଉଛି ଏଭଳି ଏକ ଯୋଜନା ଯାହା ସେନାର ସବୁ କ୍ଷେତ୍ରରେ ବୈଷୟିକ ଜ୍ଞାନକୌଶଳ ଯୁକ୍ତ ଯୁବକମାନଙ୍କୁ ସାମିଲ ହେବା ପାଇଁ ସୁଯୋଗ ପ୍ରଦାନ କରିଛି । ପୁଣେର ମିଲିଟାରୀ ଇଞ୍ଜିନିୟରିଂ କଲେଜର ସମାବର୍ତ୍ତନ ସମାରୋହରେ ଯୋଗଦେବା ସହ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଏହା କହିଛନ୍ତି ଜେନେରାଲ ମନୋଜ ପାଣ୍ଡେ । ଅଗ୍ନିବୀର ମାନଙ୍କୁ ପ୍ରଶିକ୍ଷଣ ଦେବାରେ ସେନା ଅଧୀକାରୀମାନଙ୍କ କାର୍ଯ୍ୟକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chief of Army General Manoj Pandey praised the Agnipath yojana | Argus News