ଆଉ ୫ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା
·1 year ago

ଅର୍ଗସ ବ୍ୟୁରୋ: କେନ୍ଦ୍ର କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଆଉ ୫ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା । ମରାଠି, ବେଙ୍ଗଲି, ପାଲି, ପ୍ରାକୃତି, ଅହମିଆକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା । ପୂର୍ବରୁ ୬ଟି ଭାଷାକୁ ମିଳିଥିଲା ଶାସ୍ତ୍ରୀୟ ମାନ୍ୟତା, ୧୧କୁ ବଢ଼ିଲା । ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ଼, ମାଲାୟାଲାମ୍, ଓଡ଼ିଆକୁ ମିଳିଥିଲା
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: