Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଜି ଓଡିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି

Banajyotshna Ray
Browse all articles by Banajyotshna Ray
·2 years ago
ଆଜି ଓଡିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି

ଅର୍ଗସ ବ୍ୟୁରୋ:  ନିର୍ବାଚନ ପୂର୍ବରୁ ଆକ୍ଟିଭ ମୋଡ଼ରେ କଂଗ୍ରେସ । ଆଜି ଓଡିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି । ଦିନ ୧୧ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ଏହାପରେ ହେଲିକପ୍ଟରରେ ସତ୍ୟଭାମାପୁର ଯିବେ । ସେଠାରେ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହାପରେ ସାଲେପୁର ଯାଇ ଜନସଭାକୁ ସମ୍ବୋଧିତ କରିବେ । ନିର୍ବାଚନକୁ ଆଖି ଆଗରେ ରଖି କଂଗ୍ରେସ ତାର ମୁଦ୍ଦାକୁ ନେଇ ଭୋଟରଙ୍କ ପାଖରେ ପହଞ୍ଚୁଛି। କିଏ ଜିତିବ କିଏ ହାରିବ ତାହା ତ ସମୟ କହିବ, କିନ୍ତୁ କଂଗ୍ରେସ ବର୍ତ୍ତମାନ ଆକ୍ଟିଭ ମୋଡରେ ରହିଛି।

ଅଧିକ ପଢ଼ନ୍ତୁ ଦେଶ ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Congress leader Rahul Gandhi will come to Odisha today | Argus News