Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଡିସେମ୍ୱର ୭ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବାନ୍ତ

National

ଡିସେମ୍ୱର ୭ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବାନ୍ତ

Banajyotshna Ray
Browse all articles by Banajyotshna Ray
·2 years ago
ଡିସେମ୍ୱର ୭ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବାନ୍ତ

ଅର୍ଗସ ବ୍ୟୁରୋ:  ରେବାନ୍ତ ରେଡ୍ଡୀ ମୁଖ୍ୟମନ୍ତ୍ରୀ। ରେବାନ୍ତ ରେଡ୍ଡୀ ହେବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ। କଂଗ୍ରେସ ବିଧାୟକ ଦଳ ବୈଠକରେ ସର୍ବସମ୍ମତି। ରେବାନ୍ତଙ୍କୁ ମୁଖ୍ୟମନ୍ତ୍ରୀ କରିବା ନେଇ ନିଷ୍ପତ୍ତି । ଡିସେମ୍ୱର ୭ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେଲେଙ୍ଗାରେ କଂଗ୍ରେସ ବିଜୟ ହାସଲ କରିଛି। ତେଲେଙ୍ଗାନାରେ କିଏ ହେବ ମୁଖ୍ୟମନ୍ତ୍ରୀ ଏନେଇ ଚାଲିଥିବା ଚର୍ଚ୍ଚାର ଅବସାନ ଘଟିଛି । କଂଗ୍ରେସ ନେତା ରେବାନ୍ତ ରେଡ୍ଡୀ ତେଲେଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ବୋଲି କଂଗ୍ରେସ ତରଫରୁ କୁହାଯାଇଛି । ୪ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ୩ଟି ରାଜ୍ୟରେ ବିଜେପିକୁ ବହୁମତ ମିଳିଥିବା ବେଳେ କେବଳ ତେଲେଙ୍ଗାନରେ କଂଗ୍ରେସକୁ ବହୁମତ ମିଳିଛି ।

ଅଧିକ ପଢ଼ନ୍ତୁ ଦେଶ ଖବର: 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Congress' Revanth Reddy likely to become Telangana's new Chief Minister | Argus News