Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଓଡ଼ିଶାରୁ ଟଳିଲା ବାତ୍ୟା ବିପଦ, ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁପାରେ ବାତ୍ୟା ମିଗଜାଉଂ

National

ଓଡ଼ିଶାରୁ ଟଳିଲା ବାତ୍ୟା ବିପଦ, ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁପାରେ ବାତ୍ୟା ମିଗଜାଉଂ

Banajyotshna Ray
Browse all articles by Banajyotshna Ray
·2 years ago
ଓଡ଼ିଶାରୁ ଟଳିଲା ବାତ୍ୟା ବିପଦ, ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁପାରେ ବାତ୍ୟା ମିଗଜାଉଂ

ଅର୍ଗସ ବ୍ୟୁରୋ:  ଓଡ଼ିଶାରୁ ଟଳିଲା ବାତ୍ୟା ବିପଦ। ତାମିଲନାଡୁରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁପାରେ ବାତ୍ୟା ମିଗଜାଉଂ। ଡିସେମ୍ବର ୨ରେ ବାତ୍ୟା ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଅଣ୍ଡାମାନ ସାଗର ନିକଟରେ ରହିଥିବା ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପରେ ପରିଣତ ହୋଇଛି । ଏହା ଆଜି ଅବପାତର ରୂପ ନେବ । ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତା ୪୮ ଘଣ୍ଟାରେ ଏହା ବାତ୍ୟାର ରୂପ ନେବ । ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୪ ତାରିଖ ଭୋରରୁ ଉତ୍ତର ତାମିଲନାଡୁରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବା ନେଇ ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଓଡିଶାକୁ ବାତ୍ୟା ଭୟ ନାହିଁ ବୋଲି ସୂଚନା ମିଳିଛି। ଯାହା ଶୁଣିବା ପରେ ଓଡିଶାବାସୀ ସାମ୍ନାନ୍ୟ ଆଶ୍ୱସ୍ତ ଲାଭ କରିଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
cyclone michaung update | Argus News