Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ: ରୁଜୁହେଲା ମାମଲା

National

ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ: ରୁଜୁହେଲା ମାମଲା

Ritu Das
Browse all articles by Ritu Das
·1 year ago
ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ: ରୁଜୁହେଲା ମାମଲା

ଅର୍ଗସ ବ୍ୟୁରୋ: ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ତଥା ଅଭିନେତା ପୱନ କଲ୍ୟାଣଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ଜନସେନା ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏକ ଅଜଣା ନମ୍ବରରେ ଧମକପୂର୍ଣ୍ଣ କଲ୍‌ ଆସିଥିଲା। ଅଜ୍ଞାତ ବ୍ୟକ୍ତି ଜଣକ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ ଦେଇଥିଲେ।

ଧମକ ଦେଇଥିବା ବ୍ୟକ୍ତି ଜଣକ ଫୋନରେ ଅଶାଳୀନ ଭାଷା ବ୍ୟବହାର କରିଥିଲେ। ଏନେଇ କାର୍ଯ୍ୟାଳୟର ଅଧିକାରୀମାନେ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସୂଚନା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କର ତଦନ୍ତ ଆରମ୍ଭ କରିଛି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Death threat | Argus News