Videos
|
National

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ୱାଲଙ୍କୁ ଜେଲ୍ ନା ବେଲ୍ ? 

Manini Pattanayak
Browse all articles by Manini Pattanayak
·1 year ago
ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ୱାଲଙ୍କୁ ଜେଲ୍ ନା ବେଲ୍ ? 

ନୂଆଦିଲ୍ଲୀ:  ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ୱାଲଙ୍କୁ ଜେଲ୍ ନା ବେଲ୍ । ମଦ ଦୁର୍ନିତୀ ମାମଲାରେ ସିଏମ କେଜ୍ରିୱାଲଙ୍କ ଜାମିନ ହେବ କି ନାହିଁ ଏହା ଆସନ୍ତାକାଲି ଘୋଷଣା କରାଯିବ। କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଦିନ ଧାର୍ଯ୍ୟ କରିଛନ୍ତି।


ସିବିଆଇ ମାମଲାରେ ଦାଖଲ ହୋଇଥିବା ଜାମିନ ଆବେଦନ ଏବଂ ଗିରଫଦାରୀକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଏହାର ରାୟ ପ୍ରଦାନ କରିବେ। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜଲ ଭୁୟାନଙ୍କ ବେଞ୍ଚ ଏହି ନିଷ୍ପତ୍ତି ଦେବ।କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଗତ ସପ୍ତାହରେ ସଂରକ୍ଷିତ ରଖିଥିଲେ। 

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Delhi Chief Minister Kejriwal jail or bail? | Argus News