ଦିଲ୍ଲୀ-NCRରେ ଭୂମିକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୬.୨
·2 years ago

ଅର୍ଗସ ବ୍ୟୁରୋ: ଦିଲ୍ଲୀ-NCRରେ ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା 6.2 ବୋଲି ଜଣାପଡ଼ିଛି। ଭୂ-କମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ନାହିଁ।
ଲୋକେ ଛାନିଆ ହୋଇ ବାହାରକୁ ପଳାଇଆସିଥିଲେ। ଜାମ୍ମୁ-କାଶ୍ମୀର ପୁଞ୍ଛ ଅଞ୍ଚଳରେ ମଧ୍ୟ ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଛି। ପାକିସ୍ତାନ-ଆଫଗାନିସ୍ତାନ ସୀମା ଭୂମିକମ୍ପର କେନ୍ଦ୍ରସ୍ଥଳ ହୋଇଥିବା ଜଣାପଡ଼ିଛି।
ଅଧିକ ପଢ଼ନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
