Videos
|
National

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟ୍‌କା ଅନୁଭୂତ

Ritu Das
Browse all articles by Ritu Das
·2 years ago
ହିମାଚଳ ପ୍ରଦେଶରେ ଭୂକମ୍ପ ଝଟ୍‌କା ଅନୁଭୂତ

ଅର୍ଗସ ବ୍ୟୁରୋ: ହିମାଚଳ ପ୍ରଦେଶକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ପ୍ରବଳ ବର୍ଷା ଭୂସ୍ଖଳନ ପିଛା ଛାଡ଼ି ନ ଥିବାବେଳେ ସେପଟେ ଭୂ-କମ୍ପର ଝଟକା ଅନୁଭୂତ ହୋଇଛି। ଶୁକ୍ରବାର ରାଜ୍ୟରେ କେତେକ ଅଞ୍ଚଳରେ ଭୂମିକମ୍ପ ଅନୁଭୂତ ହୋଇଛି। 

ରିକ୍ଟର ସ୍କେଲରେ ଭୂ-କମ୍ପର ତୀବ୍ରତା ୩.୨ରେ ମାପ କରାଯାଇଛି। ବର୍ତ୍ତମାନ ଏହି ଭୂମିକମ୍ପରେ ଧନଜୀବନ ନଷ୍ଟ ହେବାର କୌଣସି ଖବର ନାହିଁ। ମିଳିଥିବା ସୂଚନା ଅନୁଯାୟୀ ଏହି ଭୂକମ୍ପ ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି।  

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Earthquake | Argus News