Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ବଦଳିବେ ମହାରାଷ୍ଟ୍ର ଡିଜିପି ରଶ୍ମୀ ଶୁକ୍ଳା

National

ବଦଳିବେ ମହାରାଷ୍ଟ୍ର ଡିଜିପି ରଶ୍ମୀ ଶୁକ୍ଳା

Banajyotshna Ray
Browse all articles by Banajyotshna Ray
·1 year ago
ବଦଳିବେ ମହାରାଷ୍ଟ୍ର ଡିଜିପି ରଶ୍ମୀ ଶୁକ୍ଳା

ଅର୍ଗସ ବ୍ୟୁରୋ:  ବଦଳିବେ ମହାରାଷ୍ଟ୍ର ଡିଜିପି ରଶ୍ମୀ ଶୁକ୍ଳା । ତାଙ୍କୁ ତୁରନ୍ତ ଦାୟିତ୍ବରୁ ହଟାଇବା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ  ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟର ବରିଷ୍ଠ ଆଇପିଏସ ଅଫିସରଙ୍କୁ ଏହି ଦାୟିତ୍ବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ତିନିଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ନାମ ଦେବାକୁ କୁହାଯାଇଛି । ପୋଲିସ ଡିଜିପି ରଶ୍ମୀ ଶୁକ୍ଳା ନିର୍ବାଚନରେ ପକ୍ଷପାତିତା କରୁଥିବା ଅଭିଯୋଗ କରି କଂଗ୍ରେସ ଓ ଅନ୍ୟ କିଛି ରାଜନୈତିକ ଦଳ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଥିଲେ। ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ପଦକ୍ଷେପ ନେବାକୁ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ନିର୍ଦ୍ଦେଶ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Election Commission transfers Maharashtra DGP amid opposition's 'phone tapping' allegations | Argus News