କୁଆପଥର ମାଡ଼ ଯୋଗୁ ଭିସ୍ତାରା ବିମାନର ଜରୁରୀ ଅବତରଣ
·2 years ago

ଅର୍ଗସ ବ୍ୟୁରୋ: ଭୁବନେଶ୍ୱର ଏୟାରପୋର୍ଟରେ ଭିସ୍ତାରା ବିମାନ ଜରୁରୀ ଅବତରଣ କଲା। ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଉଡ଼ାଣ ଭରିଥିଲା ବିମାନ। ଟେକଅପ୍ କରିବାର ୧୦ ମିନିଟ ପରେ ଜରୁରୀ ଅବତରଣ କରିଛି। କୁଆପଥର ମାଡ଼ ଯୋଗୁଁ ବିମାନର ୱିଣ୍ଡସିଲ୍ ଭାଙ୍ଗିଯାଇଛି।
ତେବେ ବିମାନରେ ୧୭୦ ଜଣ ଯାତ୍ରୀ ଥିଲେ, ସମସ୍ତେ ସୁରକ୍ଷିତ ଥିବା ସୂଚନା ମିଳିଛି। ଏହି ସୂଚନା ଦେଲେ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: