Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଖୋଲିଲା ଇଭିଏମ

Rashmita Mishra
Browse all articles by Rashmita Mishra
·1 year ago
ଖୋଲିଲା ଇଭିଏମ

ଅର୍ଗସ ବ୍ୟୁରୋ: ଖୋଲିଲା ଇଭିଏମ । ଆସିବ ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ । ମହାରାଷ୍ଟ୍ରର ୨୮୮ ଆସନ ଭୋଟ୍ ଗ୍ରହଣ ହୋଇଥିଲା । ଦୁଇ ମେଣ୍ଟ - ମହାୟୁତି ଏବଂ ମହା ବିକାଶ ଅଘାଡି ମଧ୍ୟରେ ହେଉଛି ଜୋରଦାର ଟକ୍କର।ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନା, ବିଜେପି ଏବଂ NCP ଅଜିତ ପାୱାର ଗୋଷ୍ଠୀକୁ ନେଇ ଗଠନ ହୋଇଛି ମହାୟୁତି ମେଣ୍ଟ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
EVM opened | Argus News