Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଫଡନାବିସ

National

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଫଡନାବିସ

Ritu Das
Browse all articles by Ritu Das
·1 year ago
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଫଡନାବିସ

ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। କଳ୍ପନା ଜଳ୍ପନାର ଅନ୍ତ ଘଟାଇ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହେଲେ ଏକନାଥ ସିନ୍ଦେ। 

ଏହି ଶପଥ ଗ୍ରହଣ ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ଥିଲେ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Fadnavis took | Argus News