ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଉଦ୍ବେଗ ପ୍ରକାଶ କଲେ ରାଷ୍ଟ୍ରପତି
·1 year ago

ଅର୍ଗସ ବ୍ୟୁରୋ: ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଟୁଇଟ୍। ରକ୍ଷାବନ୍ଧନର ଅବସରରେ ସେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଭାଇ ଓ ଭଉଣୀଙ୍କ ମଧ୍ୟରେ ପ୍ରେମ ଓ ପାରସ୍ପରିକ ବିଶ୍ୱାସର ଭାବନା ଉପରେ ଆଧାରିତ ।
ଏହିପର୍ବ ସମସ୍ତ ଭଉଣୀ ଓ ଝିଅଙ୍କ ପ୍ରତି ସ୍ନେହ ଓ ସମ୍ମାନର ଭାବନାକୁ ପ୍ରକାଶ କରିଥାଏ। ଏହାପରେ ରାଷ୍ଟ୍ରପତି କହିଛନ୍ତି, ସମସ୍ତ ଦେଶବାସୀ ଆମ ସମାଜରେ ମହିଳାଙ୍କ ସୁରକ୍ଷା ଏବଂ ସମ୍ମାନ ସୁନିଶ୍ଚିତ କରିବା ପାଇଁ ସଂକଳ୍ପ ନେବା ଆବଶ୍ୟକ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: