ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର
·1 year ago

ଅର୍ଗସ ବ୍ୟୁରୋ : ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ଯବସ୍ଥା ସ୍ଥିର । ୯୬ ବର୍ଷୀୟ ବରିଷ୍ଠ ବିଜେପି ନେତା ଏଲ.କେ ଆଡଭାନୀଙ୍କୁ ଆଜି ସକାଳେ ଇନ୍ଦ୍ରପ୍ରସ୍ଥ ଆପୋଲୋ ହସ୍ପିଟାଲର ସ୍ନାୟୁବିଜ୍ଞାନ ବିଭାଗରେ ଭର୍ତ୍ତି କରାଯାଇଛି। ଜୁଲାଇ ପ୍ରଥମ ସପ୍ତାହରେ ମଧ୍ୟ ଆଡଭାନୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପ୍ରାୟ ଦୁଇ ଦିନ ରହିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା।
ଅଧିକ ପଢନ୍ତୁ ଭାରତ ଖବର
ନ୍ୟୁରୋଲୋଜି ବିଭାଗର ଭର୍ତ୍ତି ହୋଇଥିଲେ ଆଡଭାନୀ । ଏହାପୂର୍ବରୁ ତାଙ୍କୁ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସରେ ଭର୍ତ୍ତି ହୋଇଥିଲେ । ଚିକିତ୍ସା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: