Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

Swoyang prajna Mishra
Browse all articles by Swoyang prajna Mishra
·11 months ago
ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

Key Points

୭୯ ବର୍ଷ ବୟସରେ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । RML ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଅବସ୍ଥା ଗୁରୁତର ଥିବାରେ ସେ ICUରେ ଭର୍ତ୍ତି ହୋଇଥିଲେ ।

ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ୭୯ ବର୍ଷ ବୟସରେ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । RML ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଅବସ୍ଥା ଗୁରୁତର ଥିବାରେ ସେ ICUରେ ଭର୍ତ୍ତି ହୋଇଥିଲେ ।


ଜମ୍ମୁ କାଶ୍ମୀର, ମେଘାଳୟ, ବିହାର ରାଜ୍ୟପାଳ ଭାବେ ସେ କାର୍ଯ୍ୟ କରିଥିଲେ। ଓଡିଶାର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ଵରେ ମଧ୍ୟ ତୁଲାଇଥିଲେ । ୨୦୧୮ ମାର୍ଚ୍ଚ ୨୧ରୁ ମେ ୨୮ ପର୍ଯ୍ୟନ୍ତ ଅତିରିକ୍ତ ଦାୟିତ୍ଵ ତୁଲାଇଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Former Jammu and Kashmir Governor Satya Pal Malik passes away | Argus News