Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଗିରଫ ହେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌

Jitendra Dash
Browse all articles by Jitendra Dash
·2 years ago
ଗିରଫ ହେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌

ଅର୍ଗସ ବ୍ୟୁରୋ : ଗିରଫ ହେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ । ରାଞ୍ଚି ସ୍ଥିତ ମୁଖ୍ୟମନ୍ତ୍ରୀ ବାସଭବନରୁ ହେମନ୍ତଙ୍କୁ ଗିରଫ କଲା ଇଡି । ୬ ଘଣ୍ଟାର ଜେରା ପରେ ଧରିଲା ଇଡି । ମଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ହେମନ୍ତ ସୋରେନ୍‌ । ଅନ୍ୟପଟେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ଚମ୍ପଇ ସୋରେନ୍ ।

ଅଧିକ ପଢନ୍ତୁ : ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ଚମ୍ପଇ ସୋରେନ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Former Jharkhand CM Hemant Soren arrested by ED in land scam case | Argus News