Videos
|
National

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପୂର୍ବତନ ଉପ ରାଷ୍ଟ୍ରପତି

Ritu Das
Browse all articles by Ritu Das
·2 years ago
ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପୂର୍ବତନ ଉପ ରାଷ୍ଟ୍ରପତି

ଅର୍ଗସ ବ୍ୟୁରୋ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପୂର୍ବତନ ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ। ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିବେ ପୂର୍ବତନ ଉପ ରାଷ୍ଟ୍ରପତି। ଭୁବନେଶ୍ୱର ରେଳ ଷ୍ଟେସନରେ ପହଞ୍ଚି ସିଧାସଳଖ ରାଜଭବନ ଯାଇ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। 

ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ମଧ୍ୟ ଓଡ଼ିଶା ଆସୁଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଯିବେ। ଏହାପରେ ଝାଡ଼ଖଣ୍ଡ ଅଭିମୁଖେ ଯାତ୍ରା କରିବେ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: