ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି
·2 years ago

ନୂଆଦିଲ୍ଲୀ: ରବିବାର ଭବ୍ୟ ସମାରୋହରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି। କାର୍ଯ୍ୟକ୍ରମରେ ଯୋଗଦେବାକୁ ସଫେଇ କର୍ମଚାରୀ, କିନ୍ନର ଓ ଶ୍ରମିକଙ୍କୁ ମଧ୍ୟ ନିମନ୍ତ୍ରଣ ମିଳିଥିବା ଜଣାପଡ଼ିଛି ।
ସମାରୋହରେ ଅନେକ ବିଦେଶୀ ରାଷ୍ଟ୍ରନେତାଙ୍କୁ ନିମନ୍ତ୍ରଣ କରାଯାଇଥିବାବେଳେ ସ୍ୱତନ୍ତ୍ର ଅତିଥି ତାଲିକାରେ ଅଛନ୍ତି ସଫେଇ କର୍ମଚାରୀ ।
ଅଧିକ ପଢନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
