ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍ ନୋଟିଫିକେସନ
·2 years ago

ଅର୍ଗସ ବ୍ୟୁରୋ : ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍ ନୋଟିଫିକେସନ । ବୁଧବାରଠାରୁ ଆରମ୍ଭ ହୋଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ୨୧ଟି ରାଜ୍ୟର ୧୦୨ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ନିର୍ବାଚନ କମିସନ୍ । ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ୧୯ ଏପ୍ରିଲରେ ପଡିବ ଭୋଟ୍ ।
ଅଧିକ ପଢନ୍ତୁ ଭାରତ ଖବର
୧୦୨ଟି ଆସନ ଭିତରେ ତାମିଲନାଡୁର ୩୯, ରାଜସ୍ଥାନର ୧୨ଟି ମଧ୍ୟପ୍ରଦେଶର ୬ଟି ସିଟ୍ ଏବଂ ବିହାର ୪ଟି ଆସନ ରହିଛି। ଗତ ୧୬ ମାର୍ଚ୍ଚରେ ସାମ୍ବାଦିକ ସମ୍ମିଳନୀରେ ଲୋକସଭା ନିର୍ବାଚନ ନେଇ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିସନ୍ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: