Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

୨୨ କ୍ୟାରେଟ ସୁନାର ଦାମ ୧୦ ଗ୍ରାମକୁ ୧୩୦୦ ଟଙ୍କା ବୃଦ୍ଧି

Banajyotshna Ray
Browse all articles by Banajyotshna Ray
·2 years ago
୨୨ କ୍ୟାରେଟ ସୁନାର ଦାମ ୧୦ ଗ୍ରାମକୁ ୧୩୦୦ ଟଙ୍କା ବୃଦ୍ଧି

ଅର୍ଗସ ବ୍ୟୁରୋ: ବଢ଼ି ଚାଲିଛି ସୁନା ଦର। ଦିନକରେ ୨୨ କ୍ୟାରେଟ ସୁନାର ଦାମ ୧୦ ଗ୍ରାମକୁ ୧୩୦୦ ଟଙ୍କା ବୃଦ୍ଧି ପାଇଛି । ସେହିପରି ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମକୁ ୧୪୨୦ ଟଙ୍କା ବୃଦ୍ଧି ପାଇଛି। ୧୮ କ୍ୟାରେଟ ସୁନା ଦର ୧୦ ଗ୍ରାମକୁ ୧୦୬୦ ଟଙ୍କା ବଢ଼ିଛି। ଗତକାଲି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମକୁ ୬୧,୭୦୦ ଟଙ୍କା ଥିବା ବେଳେ ଆଜି ଏହା ୬୩,୦୦୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ ସୁନାର ମୂଲ୍ୟ ଗତକାଲି ୧୦ ଗ୍ରାମ ପ୍ରତି ୬୭,୩୧୦ ଟଙ୍କା ଥିଲା। ଆଜି ଏହା ୬୮,୭୩୦ ଟଙ୍କା ରହିଛି। ୧୮ କ୍ୟାରେଟ ସୁନାର ଦର ଗତକାଲି ୧୦ ଗ୍ରାମ ପ୍ରତି ୫୦,୪୮୦ ଟଙ୍କା ଥିବା ବେଳେ ଆଜି ୫୧,୫୪୦ ଟଙ୍କା ହୋଇଛି।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Gold Rate in Ranchi Today | Argus News