ଜମ୍ମୁ କାଶ୍ମୀରର ଅନନ୍ତନାଗରେ ସେନା ଆତଙ୍କବାଦୀ ମଧ୍ୟରେ ଗୁଳିଚାଳନା,୨ ଆତଙ୍କୀ ନିପାତ
·1 year ago

ଅର୍ଗସ ବ୍ୟୁରୋ:ଜମ୍ମୁ କାଶ୍ମୀରର ଅନନ୍ତନାଗରେ ସୁରକ୍ଷା ବଳର ଗୁଳିରେ ୨ ଆତଙ୍କୀ ନିପାତ ହୋଇଛନ୍ତି। ଆଜି ସକାଳେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ସାମ୍ନା ସାମନି ଗୁଳିଚଳନା ପରେ ସେନା ଗୁଳିରେ ଏହି ୨ ଆତଙ୍କୀ ନିପାତ ହୋଇଛନ୍ତି। ଅନନ୍ତନାଗରେ ଏହି ସ୍ଥାନରେ ଆତଙ୍କବାଦୀ ଲୁଚି ରହିଥିବାର ସୂଚନା ମିଳିବା ପରେ ସୁରକ୍ଷା ବଳ ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଇଥିଲା
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
