ଭିନେଶ ଫୋଗଟଙ୍କୁ ନେଇ ହରିୟାଣା ସରକାରଙ୍କ ବଡ଼ ଘୋଷଣା
·2 years ago·1 min read

ଅର୍ଗସ ବ୍ୟୁରୋ: ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗାଟଙ୍କୁ ନେଇ ହରିୟାଣା ସରକାରଙ୍କ ବଡ଼ ଘୋଷଣା। ଭିନେଶଙ୍କୁ ପଦକ ବିଜେତାର ସମସ୍ତ ସମ୍ମାନ ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି। ଏନେଇ ସୋସିଆଲ ମିଡ଼ିଆ ଏକ୍ସରେ ସୂଚନା ଦେଲେ ହରିୟାଣା ମୁଖ୍ୟମନ୍ତ୍ରୀ।
हरियाणा की हमारी बहादुर बेटी विनेश फौगाट ने ज़बरदस्त प्रदर्शन करके ओलंपिक में फाइनल में प्रवेश किया था। किन्हीं भी कारणों से वो भले ही ओलंपिक का फाइनल नहीं खेल पाई हो लेकिन हम सबके लिए वो एक चैंपियन है।
— Nayab Saini (@NayabSainiBJP) August 8, 2024
हमारी सरकार ने ये फैसला किया है कि विनेश फौगाट का स्वागत और अभिनंदन एक…
ଭିନେଶଙ୍କୁ ସମସ୍ତ ସମ୍ମାନ, ପୁରସ୍କାର, ସୁବିଧା ପ୍ରଦାନ କରାଯିବ। ଅଲିମ୍ପିକ୍ସ ରୌପ୍ୟ ବିଜେତା ଭାବେ ସରକାର ଭିନେଶଙ୍କୁ ସମ୍ମାନିତ କରିବେ ବୋଲି ଘୋଷଣା କରିଛନ୍ତି ହରିୟାଣା ସରକାର।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର