Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆନ୍ଦୋଳନରତ ଡାକ୍ତରଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ରାଜ୍ୟରେ ସ୍ବାସ୍ଥ୍ୟ ସେବା ବ୍ୟାହତ

Ritu Das
Browse all articles by Ritu Das
·1 year ago
ଆନ୍ଦୋଳନରତ ଡାକ୍ତରଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ରାଜ୍ୟରେ ସ୍ବାସ୍ଥ୍ୟ ସେବା ବ୍ୟାହତ

ଅର୍ଗସ ବ୍ୟୁରୋ: କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିଛି । ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁ ସ୍ବାସ୍ଥ୍ୟସେବା ବ୍ୟାହତ ହୋଇଛି । 

ଆନ୍ଦୋଳନରତ ଡାକ୍ତରଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ଉପରେ ପ୍ରଶ୍ନ ଉଠିଛି। ଏନେଇ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Health services in the | Argus News