ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ
·1 year ago

ଅର୍ଗସ ବ୍ୟୁରୋ: ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ। ନିଆଁ ଲାଗି ୬ ଜଣ ଜୀବନ୍ତ ଦଗ୍ଧ। ତାମିଲନାଡ଼ୁର ଏକ ଘରୋଇ ହସ୍ପିଟାଲରେ ଗତକାଲି ରାତିରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । କିଛି ଆହତ ହୋଇଥିବାବେଳେ ୨୯ ଜଣଙ୍କୁ ଉଦ୍ଧାର କରି ସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
