Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଜି ସଂନ୍ଧ୍ୟା 5 ରୁ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି - ବିକ୍ରମ ମିଶ୍ରି

Smruti Parija
Browse all articles by Smruti Parija
·1 year ago·1 min read
ଆଜି ସଂନ୍ଧ୍ୟା 5 ରୁ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି - ବିକ୍ରମ ମିଶ୍ରି

ଭାରତ-ପାକିସ୍ତାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି । ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ସହମତି ହୋଇଛନ୍ତି ଦୁଇ ଦେଶ । ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି ଭାରତ-ପାକ୍ । ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି ।


"Pakistan's DGMO called Indian DGMO at 15:35 hours earlier this afternoon. It was agreed between them that both sides would stop all firing and military action on land, in the air & sea with effect from 1700 hours IST. Instructions have been given on both sides to give effect to… https://t.co/rEhleUtOXq pic.twitter.com/zUhZ3X0R0g

— ANI (@ANI) May 10, 2025

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଭାରତୀୟ ସମୟ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି ଘୋଷଣା ହୋଇଛି । ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ସହମତି ହୋଇଛନ୍ତି । ଉଭୟ ଦେଶ ସହମତି ଜଣାଇଥିବା ନେଇ ପ୍ରେସ ମିଟ୍ କରି ସୂଚନା ଦେଇଛନ୍ତି ବିକ୍ରମ ମିଶ୍ରି । ଦୁଇ ଦେଶର DGMO ସ୍ତରୀୟ କଥାବାର୍ତ୍ତା ପରେ ସହମତି ହୋଇଛନ୍ତି ।


ଆଜି ଅପରାହ୍ନ ୩ଟା ୩୫ରେ DGMO ସ୍ତରୀୟ କଥାବାର୍ତ୍ତା ହୋଇଥିଲା । '୩ ବାହିନୀକୁ ଉଭୟ ଦେଶ ପକ୍ଷରୁ ସହମତି କଥା ଜଣାଇ ଦିଆଯାଇଛି । ଆସନ୍ତା ୧୨ ତାରିଖ ୧୨ଟାରେ DGMO ସ୍ତରୀୟ ପୁଣି ଆଲୋଚନା ହେବ ।

Sponsored
india-pakistan-have-agreed-to-full-and-immediate-ceasefire-said-foreign-secretary-vikram-misri | Argus News