Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ 

Manini Pattanayak
Browse all articles by Manini Pattanayak
·1 year ago
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ 

 ନୂଆଦିଲ୍ଲୀ:  ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖି ଚିକିତ୍ସା କରାଯାଉଛି । ପୂର୍ବରୁ ନୂଆଦିଲ୍ଲୀରେ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ଏଥିସହ ବର୍ତ୍ତମାନ ସୁଦ୍ଧା ଭାରତରେ ଦୁଇଜଣ ମଙ୍କିପକ୍ସରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି । ଗତ ସପ୍ତାହରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଙ୍କିପକ୍ସ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ଗାଇଡଲାଇନ୍ ପ୍ରସ୍ତୁତ କରାଯାଇଥିଲା । 
ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
India reports second mpox case, man from UAE diagnosed with virus in Kerala's Malappuram | Argus News