Videos
|
National

କ୍ରାସ୍ ହେଲା ଭାରତୀୟ ସେନାର ଯୁଦ୍ଧ ବିମାନ : ୨ ମୃତ

Ritu Das
Browse all articles by Ritu Das
·1 year ago
କ୍ରାସ୍ ହେଲା ଭାରତୀୟ ସେନାର ଯୁଦ୍ଧ ବିମାନ : ୨ ମୃତ

Key Points

ରାଜସ୍ଥାନରେ ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

ଏହି ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ

ବିମାନ ଭଗ୍ନାବଶେଷରୁ ପାଇଲଟଙ୍କ ମୃତଦେହ ଉଦ୍ଧାର ହୋଇଛି

ରାଜସ୍ଥାନରେ ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ରତନଗଡ଼ରେ ବିମାନ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ ହୋଇଥିବାବେଳେ କୋପାଇଲଟଙ୍କର ମଧ୍ୟ ମୃତ୍ୟୁ ହୋଇଛି।  ବିମାନ ଭଗ୍ନାବଶେଷରୁ ପାଇଲଟଙ୍କ ମୃତଦେହ ଉଦ୍ଧାର ହୋଇଥିଲା।


ବାୟୁସେନାର ଜାଗୁଆର ଫାଇଟର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ତାହା ସ୍ପଷ୍ଟ ହୋଇନି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
indian-army-fighter-jet-crashes-pilot-dies | Argus News