Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବାଂଲାଦେଶକୁ ଟ୍ରେନ୍ ଓ ବିମାନ ସେବା ବନ୍ଦ ରଖିଲେ ଭାରତ ସରକାର 

National

ବାଂଲାଦେଶକୁ ଟ୍ରେନ୍ ଓ ବିମାନ ସେବା ବନ୍ଦ ରଖିଲେ ଭାରତ ସରକାର 

Smruti Parija
Browse all articles by Smruti Parija
·1 year ago·1 min read
ବାଂଲାଦେଶକୁ ଟ୍ରେନ୍ ଓ ବିମାନ ସେବା ବନ୍ଦ ରଖିଲେ ଭାରତ ସରକାର 

ଅର୍ଗସ ବ୍ୟୁରୋ: ବାଂଲାଦେଶକୁ ଟ୍ରେନ୍ ଚଳାଚଳ ବନ୍ଦ ରଖିଲେ ଭାରତ ସରକାର । ବ୍ୟାପକ ହିଂସା ଓ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ପରେ କୋଲକାତାରୁ ବାଂଲାଦେଶ ଚଳାଚଳ କରୁଥିବା ସମସ୍ତ ଟ୍ରେନ ସେବାକୁ ସ୍ଥଗିତ ରଖାଯାଇଛି । କୋଲକାତାରୁ ବାଂଲାଦେଶର ରାଜଧାନୀ ଢାକା ଏବଂ ଖୁଲନାକୁ ଯାତ୍ରା କରୁଥିବା ଟ୍ରେନ ଚଳାଚଳ ବନ୍ଦ ରଖାଯାଇଛି । 

ହିଂସା ବନ୍ଦ କରିବାକୁ ଯୁବବର୍ଗଙ୍କୁ ବାଂଲା ସେନା ମୁଖ୍ୟଙ୍କ ଅପିଲ୍

କୋଲକାତା-ଢାକା ଓ କୋଲକାତା-ଖୁଲାନାକୁ ଯାଉଥିବା ମୈତ୍ରୀ ଏକ୍ରପ୍ରେସ୍ ଓ ବନ୍ଧନ ଏକ୍ସପ୍ରେସ୍ ଚଳାଚଳ କରିବ ନାହିଁ ବୋଲି ଭାରତୀୟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଶେଷ ହେବ ଶେଖ୍‌ ହସିନାଙ୍କ ଯୁଗ

ସେହିପରି ଏୟାର ଇଣ୍ଡିଆ ମଧ୍ୟ ବାଂଲାଦେଶକୁ ବିମାନ ସେବା ବାତିଲ୍ କରିଛି। ଢାକାକୁ ଯାତ୍ରା କରୁଥିବା ସମସ୍ତ ବିମାନକୁ ବାତିଲ କରିଛି ଏୟାର ଇଣ୍ଡିଆ। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ବାଂଲାଦେଶକୁ ଟ୍ରେନ୍ ଓ ଏୟାର ଇଣ୍ଡିଆର କୌଣସି ବିମାନ ଚଳାଚଳ କରିବ ନାହିଁ।
 

Sponsored
Indian government has stopped the train and air services to Bangladesh | Argus News