Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଶୌର୍ଯ୍ୟ ଓ ପରାକାଷ୍ଠା ଦେଖାଇବାର ଦିନ 

Manini Pattanayak
Browse all articles by Manini Pattanayak
·2 years ago·1 min read
ଶୌର୍ଯ୍ୟ ଓ ପରାକାଷ୍ଠା ଦେଖାଇବାର ଦିନ 

ନୂଆଦିଲ୍ଲୀ: ଆଜି ଭାରତୀୟ ନୌସେନା ଦିବସ । ଶୌର୍ଯ୍ୟ ଓ ପରାକାଷ୍ଠା ଦେଖାଇବାର ଦିନ । ଏଥିପାଇଁ ମହାରାଷ୍ଟ୍ରର ସିନ୍ଧୁଦର୍ଗରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଯେଉଁଠି ନୌବୀର ମାନେ ନିଜର ପରାକାଷ୍ଠା ଦେଖାଇବେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜାଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ପିଏମ୍ ।

ପ୍ରତିବର୍ଷ ଡିସେମ୍ବର ୪କୁ ନୌସେନା ଦିବସ ଭାବେ ପାଳନ କରାଯାଏ । ଆଜିର କାର୍ଯ୍ୟକ୍ରମରେ ନୌବୀରମାନେ ନିଜର ପରାକାଷ୍ଠା ଦେଖାଇବେ । ଏହାସହ ନୌସେନାର ଅନେକ ୱାର୍ ସିପ୍ ନିଜର ପରାକ୍ରମ ଦେଖାଇବେ ।  ଏହି ଅବସରରେ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜାଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ପିଏମ୍ । ପ୍ରତିବର୍ଷ ଡିସେମ୍ବର ୪କୁ ନୌସେନା ଦିବସ ଭାବେ ପାଳନ କରାଯାଏ । ଆଜିର କାର୍ଯ୍ୟକ୍ରମରେ ନୌବୀରମାନେ ନିଜର ପରାକାଷ୍ଠା ଦେଖାଇବେ । ଏହାସହ ନୌସେନାର ଅନେକ ୱାର୍ ସିପ୍ ନିଜର ପରାକ୍ରମ ଦେଖାଇବେ ।

ଅଧିକ ପଢନ୍ତୁ ଭାରତ ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Indian Navy Day holds a special place in the hearts of Indians and they celebrate it with great pride and valour. | Argus News